ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ବାହୁବଳ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ବାହୁବଳ   ବିଶେଷ୍ୟ

ଅର୍ଥ : ବାହୁ ବା ଶରୀରର ବଳ ଯାହାଦ୍ୱାରା ମଣିଷ କୈଣସି ବଡ଼ କାମ କରିପାରେ

ଉଦାହରଣ : ଭରତର ବାହୁବଳ ବିଷୟରେ କେହି ଅନୁମାନ କରି ନ ଥିଲେ

ସମକକ୍ଷ : ପରାକ୍ରମ, ଭୁଜବଳ, ଶକ୍ତି

बाहुओं या शरीर का वह बल जिससे मनुष्य कोई बड़ा काम करता है।

भरत के बाहुबल का अंदाजा किसी को नहीं था।
पराक्रम, बाहुबल, भुजबल, शारीरिक शक्ति

Physical strength.

might, mightiness, power