ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ବାୟୁଦେବ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ବାୟୁଦେବ   ବିଶେଷ୍ୟ

ଅର୍ଥ : ପବନର ଅଧିପତିରୂପେ ଗ୍ରହଣ କରାଯାଉଥିବା ହିନ୍ଦୁ ଧର୍ମଗ୍ରନ୍ଥଗୁଡ଼ିକରେ ବର୍ଣ୍ଣିତ ଜଣେ ଦେବତା

ଉଦାହରଣ : ବେଦଗୁଡ଼ିକରେ ବି ପବନଦେବତାଙ୍କୁ ପୂଜାକରିବା ବିଧି ରହିଛି

ସମକକ୍ଷ : ଅନିଳ, ପବନଦେବ, ପବନଦେବତା, ମରୁତ

हिन्दू धर्मग्रंथों में वर्णित एक देवता जो हवा के अधिपति माने जाते हैं।

वेदों में भी पवनदेव के पूजन का विधान है।
अजिर, अध्यर्ध, अनिल, जगद्बल, दैत्यदेव, पवन, पवनदेव, पवनदेवता, पवमान, मरुत, मरुत्, वायु, वायुदेव, वायुदेवता, विधु, वृष्णि, हवा