ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ବିକଳ୍ପ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ବିକଳ୍ପ   ବିଶେଷ୍ୟ

ଅର୍ଥ : ସାମନାକୁ ଆସୁଥିବା ଦୁଇଟି କିମ୍ବା ଅଧିକ ଏଭଳି କଥା ବା କାମଗୁଡ଼ିକ ମଧ୍ୟରୁ ଯେଉଁଥିରୁ ଗୋଟିଏକୁ ଗ୍ରହଣ କରାଯାଇପାରେ

ଉଦାହରଣ : ରୋଗୀକୁ ଅନ୍ୟ ଡାକ୍ତରଖାନାକୁ ନେବା ବ୍ୟତୀତ ଆଉ କିଛି ବିକଳ୍ପ ନାହିଁ

ସମକକ୍ଷ : ଉପାୟ

सामने आए हुए दो या अधिक ऐसी बातों या कामों में से हर एक जिनमें से एक अपने लिए ग्रहण किया जाने को हो।

रोगी को दूसरे अस्पताल में ले जाने के सिवाय और कोई विकल्प नहीं है।
आप्शन, उपाय, ऑप्शन, चारा, विकल्प

One of a number of things from which only one can be chosen.

What option did I have?.
There is no other alternative.
My only choice is to refuse.
alternative, choice, option