ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ବିଗଳିତ ହେବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ବିଗଳିତ ହେବା   କ୍ରିୟାପଦ

ଅର୍ଥ : ଗରମରୁ କୌଣସି ବସ୍ତୁ କ୍ଷୟହୋଇ ପାଣିଭଳି ହୋଇଯିବା

ଉଦାହରଣ : ବରଫକୁ ଅଧିକ ସମୟ ପର୍ଯ୍ୟନ୍ତ ବାହାରେ ରଖିଲେ ତରଳି ଯାଏ

ସମକକ୍ଷ : ତରଳିବା

गरमी से किसी वस्तु का गलकर पानी सा हो जाना।

बर्फ को ज्यादा देर तक बाहर रखने से वह पिघल जाता है।
गलना, टघरना, टघलना, टिघलना, पिघलना