ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ବିଛଣା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ବିଛଣା   ବିଶେଷ୍ୟ

ଅର୍ଥ : କୌଣସି ଲୁଗା ବା ଗଦିଆଦି ଯାହା ଶୋଇବା କିମ୍ବା ବସିବାପାଇଁ ବିଛାଯାଏ

ଉଦାହରଣ : ସେ ଖଟରେ ବିଛଣା ବିଛାଉଛି

ସମକକ୍ଷ : ଗଦି, ଶେଯ

वे कपड़े, गद्दे आदि जो सोने या बैठने के लिए बिछाए जाते हैं।

वह खाट पर बिस्तर बिछा रही है।
आस्तर, आस्तरण, बिछावन, बिछौना, बिस्तर

Linen or cotton articles for a bed (as sheets and pillowcases).

bed linen