ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ବିତଣ୍ଡା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ବିତଣ୍ଡା   ବିଶେଷ୍ୟ

ଅର୍ଥ : ଅନ୍ୟମାନଙ୍କ କଥାକୁ ଉପେକ୍ଷା କରି ନିଜ କଥାକୁ କହି ଚାଲିବାର ପ୍ରକ୍ରିୟା

ଉଦାହରଣ : ତାର ବିତଣ୍ଡା ଯୋଗୁଁ ସମସ୍ତେ ହଇରାଣ ହେଉଛନ୍ତି

ସମକକ୍ଷ : ଅଯଥା ଯୁକ୍ତି, ବିତଂଡା

दूसरे की बातों की उपेक्षा करते हुए अपनी बात कहते चले जाने की क्रिया।

उसकी वितंडा से सभी परेशान हैं।
वितंडा, वितण्डा

ଅର୍ଥ : ବ୍ୟର୍ଥ ବିବାଦ ବା ମତାନ୍ତର

ଉଦାହରଣ : ଏଭଳି ବିତଣ୍ଡା ଦ୍ୱାରା ଶେଷରେ ତୁମକୁ କଣ ମିଳୁଛି?

ସମକକ୍ଷ : ବିତଂଡା, ବିତଂଡାବାଦ, ବିତଣ୍ଡାବାଦ

व्यर्थ का विवाद या कहासुनी।

इस तरह की वितंडाओं से आखिर तुम्हें क्या मिलता है?
वितंडा, वितंडावाद, वितण्डा, वितण्डावाद

ଅର୍ଥ : ଅଯଥା ଯୁକ୍ତିତର୍କ

ଉଦାହରଣ : ଆଜି ରାମ ଏବଂ ଶ୍ୟାମ ମଧ୍ୟରେ ଏକ ଛୋଟ କଥାକୁ ନେଇ ବିତଣ୍ଡା ହେଲା

ସମକକ୍ଷ : କନ୍ଦଳ, କଳି, ଝଗଡ଼ା, ତକରାଳ, ଯୁକ୍ତିତର୍କ

व्यर्थ की बहस।

आज राम और श्याम में एक छोटी सी बात को लेकर तक़रार हो गई।
कहा-सुनी, कहासुनी, झड़प, झाँव-साँव, झाँवसाँव, तकरार, तक़रार, बाताबाती, वाक्युद्ध, हुज्जत

A quarrel about petty points.

bicker, bickering, fuss, pettifoggery, spat, squabble, tiff

ବିତଣ୍ଡା   କ୍ରିୟାପଦ

ଅର୍ଥ : ଏକାଠି ବସି କୌଣସି ପ୍ରସଙ୍ଗ ଉପରେ ତର୍କ ବିତର୍କ କରିବା

ଉଦାହରଣ : ରାମ ଏବଂ ଶ୍ୟାମ ଅନାବଶ୍ୟକ ସମସ୍ୟାକୁ ନେଇ ଯୁକ୍ତିତର୍କ କରୁଛନ୍ତି

ସମକକ୍ଷ : ତର୍କବିତର୍କ, ବାଦବିବାଦ, ଯୁକ୍ତିତର୍କ

एक साथ बैठकर किसी मुद्दे आदि पर तर्क वितर्क करना या उस मुद्दे पर सहमत न होना।

राम और श्याम अनावश्यक मसले पर वाद विवाद कर रहे हैं।
तर्क करना, तर्क वितर्क करना, बहस करना, बहसना, वाद विवाद करना, विवाद करना