ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ବିତାଡ଼ନ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ବିତାଡ଼ନ   ବିଶେଷ୍ୟ

ଅର୍ଥ : ଯେଉଁ ଦଣ୍ଡରେ ଅପରାଧୀକୁ ଏକ ନିର୍ଦ୍ଧିଷ୍ଟ ସମୟ ପର୍ଯ୍ୟନ୍ତ କୌଣସି ଏକ ଅଞ୍ଚଳରେ ପ୍ରବେଶ କରିବାକୁ ଅନୁମତି ଦିଆଯାଇ ନ ଥାଏ

ଉଦାହରଣ : ଏହି ଫିଲ୍ମରେ ନାୟକକୁ ନିର୍ବାସନ ମିଳିଛି

ସମକକ୍ଷ : ନିର୍ବାସନ, ବହିଷ୍କରଣ

एक प्रकार का दंड जिसमें अपराधी को एक निश्चित समय तक एक निश्चित क्षेत्र में प्रवेश की मनाही होती है।

तड़ीपार के सज़ायाफ्ता कैदी पर पुलिस नज़र रखी हुई है।
तड़ीपार