ଅର୍ଥ : ସେହି ବିଧାନ ଯାହା ଦଇବଦ୍ୱାରା ନିର୍ଣ୍ଣୟ କରାଯାଇଛି ଏବଂ ଯାହା ଅଟଳ ବୋଲି ଲୋକେ ମାନନ୍ତି
ଉଦାହରଣ :
ସତୀ ସାବିତ୍ରୀ ନିଜ ସତୀତ୍ୱ ବଳରେ ଦଇବ ବିଧାନକୁ ଟାଳି ନିଜ ପତିଙ୍କୁ ଜୀବିତ କରିପାରିଥିଲେ
ସମକକ୍ଷ : ଦଇବ ନିୟମ, ଦଇବ ବିଧାନ, ଦୈବି ନିୟମ, ଦୈବୀ ବିଧାନ
ଅର୍ଥ : କୌଣସି କାର୍ଯ୍ୟପାଇଁ ଧନ ଆଦି ସଂଗ୍ରହ କରାଯାଉଥିବା ବ୍ୟବସ୍ଥା
ଉଦାହରଣ :
ଏହି କାର୍ଯ୍ୟକ୍ରମର ବିଧାନ ବର୍ଷକ ପୂର୍ବରୁ ହିଁ କରାଯାଇଥିଲା
ଅର୍ଥ : କାମ କରିବାର ରୀତି ବା ପ୍ରଣାଳୀ
ଉଦାହରଣ :
ସଂସାରରେ ସବୁ କିଛି ବିଧିର ବିଧାନ ଅନୁସାରେ ଚାଲିଛି