ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ବିଧି ଶବ୍ଦର ଅର୍ଥ ଏବଂ ଉଦାହରଣ ।

ବିଧି   ବିଶେଷ୍ୟ

ଅର୍ଥ : ସ୍ଥିର କରାଯାଇଥିବା ନିୟମ ଓ ବିଧାନ, ଯାହାର ପାଳନ ସମସ୍ତଙ୍କପାଇଁ ଆବଶ୍ୟକ ଓ ଅନିବାର୍ଯ୍ୟ ଏବଂ ଯାହାର ଉଂଲଘନ କଲେ ମନୁଷ୍ୟ ଦଣ୍ଡିତ ହୁଏ ବା ହୋଇପାରେ

ଉଦାହରଣ : ନିୟମ ବିପରୀତ କୌଣସି ବି କାର୍ଯ୍ୟ ଆପଣଙ୍କୁ ସଙ୍କଟରେ ପକାଇପାରେ

ସମକକ୍ଷ : ଆଇନ, କାନୁନ, ନିୟମ, ବିଧାନ

मनुष्यों के आचार-व्यवहार के लिए राज्य द्वारा स्थिर किए हुए वे नियम या विधान, जिनका पालन सबके लिए आवश्यक और अनिवार्य होता है और जिनका उल्लंघन करने से मनुष्य दंडित होता या हो सकता है।

विधि के विपरीत कोई भी कार्य आपको संकट में डाल सकता है।
आईन, क़ानून, कानून, कायदा, विधान, विधि

Legal document setting forth rules governing a particular kind of activity.

There is a law against kidnapping.
law

ଅର୍ଥ : ସେହି କାର୍ଯ୍ୟ ବା ପ୍ରଯତ୍ନ ବା ସାଧନ ଯାହାଦ୍ୱାରା ଅଭୀଷ୍ଟକୁ ପ୍ରାପ୍ତ କରିହୁଏ

ଉଦାହରଣ : ଏପରି ଏକ ଉପାୟ ବତାନ୍ତୁ, ଯାହାଦ୍ୱାରା ଏହି କାର୍ଯ୍ୟ ସହଜ ହୋଇପାରିବ

ସମକକ୍ଷ : ଉପାୟ, ପ୍ରଯତ୍ନ, ବାଟ, ମାର୍ଗ, ଯତ୍ନ, ରାସ୍ତା, ସାଧନ

ଅର୍ଥ : କାମଆଦି କରିବାପାଇଁ ନିର୍ଦିଷ୍ଟ ଶୈଳୀ

ଉଦାହରଣ : ଯଦି ତୁମେ ଏହି ଢଙ୍ଗରେ କାମ କରିବ, ତେବେ ପରେ ବହୁତ ପଶ୍ଚାତାପ କରିବ

ସମକକ୍ଷ : କାମ ଶୈଳୀ, ଢଙ୍ଗ, ପଦ୍ଧତି, ରୀତି, ଶୈଳୀ

काम आदि करने की बँधी हुई शैली।

अगर तुम इस ढंग से काम करोगे तो आगे जाकर बहुत ही पछताओगे।
अंदाज, अंदाज़, अदा, करीना, क़ायदा, कायदा, कार्य विधि, कार्य शैली, कार्यशैली, ढंग, ढब, ढर्रा, तरीक़ा, तरीका, तर्ज, तौर, पद्धति, रविश, रीत, रीति, वतीरा, विधा, विधि, शैली

A way of doing something, especially a systematic way. Implies an orderly logical arrangement (usually in steps).

method