ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ବିମୁକ୍ତି ଶବ୍ଦର ଅର୍ଥ ଏବଂ ଉଦାହରଣ ।

ବିମୁକ୍ତି   ବିଶେଷ୍ୟ

ଅର୍ଥ : ମୁକ୍ତକରିବା ବା ହେବାର ଅବସ୍ଥା ବା ଭାବ

ଉଦାହରଣ : ଆମେରିକାରେ ଦାସ ମୁକ୍ତିର ଶ୍ରେୟ ଆବ୍ରାହମ ଲିଙ୍କନଙ୍କୁ ଦିଆଯାଏ

ସମକକ୍ଷ : ଉଦ୍ଧାର, ନିବୃତ୍ତି, ବନ୍ଧନ, ମୁକ୍ତି

मुक्त करने या होने की अवस्था या भाव।

अमरीका में दासों की मुक्ति का श्रेय अब्राहम लिंकन को दिया जाता है।
अजादी, अपोह, अवसर्जन, आज़ादी, आजादी, उग्रह, उद्धार, उन्मुक्ति, छुटकारा, निज़ात, निजात, निवृत्ति, बंधन मुक्ति, बंधन-मुक्ति, बंधनमुक्ति, मुक्ति, रिहाई, विमुक्ति, व्यवच्छेद

The condition of being free. The power to act or speak or think without externally imposed restraints.

freedom

ଅର୍ଥ : କୌଣସି ପ୍ରକାର ଜଂଜାଳ, ବନ୍ଧନ, ଝଂଝଟ ଇତ୍ୟାଦିରୁ ମୁକ୍ତ ହେବାର କ୍ରିୟା

ଉଦାହରଣ : କୌଣସି ପ୍ରକାର ବନ୍ଧନରୁ ମୁକ୍ତି ହେବାର ଆଶା ସମସ୍ତଙ୍କର ଥାଏ

ସମକକ୍ଷ : ନିବୃତ୍ତି, ବନ୍ଧନ ମୁକ୍ତ, ମୁକ୍ତି

किसी प्रकार के जंजाल, झंझट, पाश, बंधन आदि से मुक्त होने की क्रिया।

किसी भी प्रकार के बंधन से मुक्ति की आकांक्षा हर एक की होती है।
अजादी, अपोह, अवसर्जन, आज़ादी, आजादी, उग्रह, उद्धार, उन्मुक्ति, छुटकारा, छूट, निज़ात, निजात, निवारण, निवृत्ति, बंधन मुक्ति, बंधन-मुक्ति, बंधनमुक्ति, मुक्ति, रिहाई, विमुक्ति, विमोचन, व्यवच्छेद

Immunity from an obligation or duty.

exemption, freedom