ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ବିଳିବିଳିହେବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ବିଳିବିଳିହେବା   କ୍ରିୟାପଦ

ଅର୍ଥ : ନିଦ ବା ଅଚେତରେ କଥାବାର୍ତ୍ତା କରିବା

ଉଦାହରଣ : ସୁମନର ଜେଜେମା ରାତିରେ ଶୋଇଲାବେଳେ ବିଳିବିଳାନ୍ତି

ସମକକ୍ଷ : ବାଉଳିଚାଉଳିହେବା, ବିଳିବିଳେଇବା

नींद या बेहोशी में बकना।

सुमन की दादी रात को सोते समय बर्राती हैं।
बड़बड़ाना, बर्राना