ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ବିଶ୍ୱାସ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ବିଶ୍ୱାସ   ବିଶେଷ୍ୟ

ଅର୍ଥ : ଏହା ନିଶ୍ଚୟ ଯେ ଏଭଳି ହେବ, ଅଥବା ଅମୁକ ବ୍ୟକ୍ତି ଏଭଳି କରେ ବା କରିବ

ଉଦାହରଣ : ବିଶ୍ୱାସ ଉପରେ ଦୁନିଆ ତିଷ୍ଠିରହିଛି ଭଗବାନଙ୍କ ଉପରେ ବିଶ୍ୱାସ ରଖନ୍ତୁ, ଆପଣଙ୍କ ହଜିଲା ପୁଅ ମିଳିଯିବ

ସମକକ୍ଷ : ଆତ୍ମପ୍ରତ୍ୟୟ, ଆଶା, ଆସ୍ଥା, ନିର୍ଭର, ଭରସା

यह निश्चय कि ऐसा ही होगा या है अथवा अमुक व्यक्ति ऐसा ही करता है या करेगा।

विश्वास पर दुनिया टिकी हुई है।
भगवान पर विश्वास रखिए,आपका खोया लड़का मिल जायेगा।
अविशंका, अविशङ्का, इतबार, इतमीनान, इतिबार, इत्मीनान, एतबार, ऐतबार, पत, प्रतीति, भरोसा, यक़ीन, यकीं, यकीन, रसूख, रसूख़, रुसूख, रुसूख़, विश्वास

Complete confidence in a person or plan etc.

He cherished the faith of a good woman.
The doctor-patient relationship is based on trust.
faith, trust

ଅର୍ଥ : କୌଣସି ଧର୍ମର ମୂଳ କଥା ଯାହାକୁ ଗ୍ରହଣ କଲେ ସେ ବ୍ୟକ୍ତି ସେହି ଧର୍ମରେ ସମ୍ମିଳିତ ହୋଇଯାଏ

ଉଦାହରଣ : କବୀର ଅଦ୍ୱୈତ ମତବାଦକୁ ମାନୁଥିଲେ

ସମକକ୍ଷ : ମତବାଦ

किसी धर्म की वह मूल बात जिसे मान लेने पर वह व्यक्ति उस धर्म में सम्मिलित हो जाता है।

कबीर अद्वैत की अक़ीदत मानते थे।
अक़ीदत, अक़ीदा, अकीदत, अकीदा

ଅର୍ଥ : ପରଲୋକ, ଈଶ୍ୱରଆଦି ସମ୍ପର୍କରେ ବିଶେଷ ଧରଣର ବିଶ୍ୱାସ ଓ ଉପାସନାର ବିଶେଷ ପ୍ରଣାଳୀ

ଉଦାହରଣ : ହିନ୍ଦୁଧର୍ମର ସବୁଠାରୁ ବଡ଼ ବିଶେଷତା ହେଉଛି ଯେ ଏହା ଅନ୍ୟ ସମସ୍ତ ଧର୍ମ ପ୍ରତି ସହନଶୀଳ

ସମକକ୍ଷ : ଧରମ, ଧର୍ମ

परलोक, ईश्वर आदि के संबंध में विशेष प्रकार का विश्वास और उपासना की विशेष प्रणाली।

हिंदू धर्म की सबसे बड़ी विशेषता यह है कि उसमें अन्य सभी धर्मों के प्रति सहनशीलता है।
धरम, धर्म, मजहब, मज़हब

A strong belief in a supernatural power or powers that control human destiny.

He lost his faith but not his morality.
faith, religion, religious belief