ସଦସ୍ୟତା ନିଅନ୍ତୁ
ପୃଷ୍ଠା ଠିକଣା କ୍ଲିପବୋର୍ଡରେ କପି ହୋଇଛି ।
ଅର୍ଥ : ଧନର ଅଧିଷ୍ଠାତ୍ରୀ ଦେବୀ ଯାହାଙ୍କୁ ବିଷ୍ଣୁଙ୍କ ପତ୍ନୀ କୁହାଯାଏ
ଉଦାହରଣ : ଲୋକେ ଧନ ପ୍ରାପ୍ତି ନିମନ୍ତେ ଲକ୍ଷ୍ମୀଙ୍କ ପୂଜା କରିଥାନ୍ତି
ସମକକ୍ଷ : ଇନ୍ଦିରା, କମଳା, ଚଞ୍ଚଳା, ଜଗନ୍ନମୟୀ, ନାରାୟଣୀ, ପଦ୍ମହସ୍ତା, ପଦ୍ମା, ପଦ୍ମାସନୀ, ପଦ୍ମିନୀ, ରମା, ଲକ୍ଷ୍ମୀ, ଶ୍ରୀ, ସିନ୍ଧୁକନ୍ୟା, ସିନ୍ଧୁଜା, ହରିପ୍ରିୟା
धन की अधिष्ठात्री देवी जो विष्णु की पत्नी कही गई हैं।
Hindu goddess of fortune and prosperity.
ସଂସ୍ଥାପନ କରନ୍ତୁ