ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ବିସ୍ମୟହେବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ବିସ୍ମୟହେବା   କ୍ରିୟାପଦ

ଅର୍ଥ : କୌଣସି ନୂଆ ବିଲକ୍ଷଣ ବା ଅସାଧାରଣ କଥା ଦେଖିକରି, ଶୁଣିକରି ବା ଧ୍ୟାନରେ ଆଣିବା ପରେ ମନରେ ସୃଷ୍ଟି ହେଉଥିବା ଭାବର ପ୍ରଦର୍ଶନ

ଉଦାହରଣ : ସର୍କସରେ ନଟ ଓ ନଟୀମାନଙ୍କ ଖେଳ ଦେଖି ପିଲାମାନଙ୍କୁ ଆଶ୍ଚର୍ଯ୍ୟ ଲାଗିଲା

ସମକକ୍ଷ : ଆଶ୍ଚର୍ଯ୍ୟହେବା, ଚକିତହେବା, ତାଜୁବହେବା

किसी नई, विलक्ष्ण या असाधारण बात को देखने, सुनने या ध्यान में आने पर मन में उठने वाला भाव, प्रदर्शित होना।

सर्कस में नट और नटी का खेल देखकर बच्चों को आश्चर्य हुआ।
अकबकाना, अचंभा होना, अचंभित होना, अचम्भा होना, अचम्भित होना, आश्चर्य होना, आश्चर्यचकित होना, चकित होना, ताज्जुब होना, दंग रहना, भौचक होना, भौचक्का होना, विस्मय होना, विस्मित होना, हकबकाना, हैरान होना, होश दंग होना

Come upon or take unawares.

She surprised the couple.
He surprised an interesting scene.
surprise