ସଦସ୍ୟତା ନିଅନ୍ତୁ
ପୃଷ୍ଠା ଠିକଣା କ୍ଲିପବୋର୍ଡରେ କପି ହୋଇଛି ।
ଅର୍ଥ : କୌଣସି ନୂଆ, ବିଲକ୍ଷଣ ବା ଅସାଧାରଣ କଥାକୁ ଦେଖିବା, ଶୁଣିବା ବା ଧ୍ୟାନରେ ଆଣିବାଦ୍ୱାରା ଉତ୍ପନ୍ନ ହେଉଥିବା ମନର ଏକ ପ୍ରକାରଭାବ
ଉଦାହରଣ : ହଠାତ୍ ମୋତେ ଦେଖି ତାକୁ ଆଶ୍ଚର୍ଯ୍ୟ ଲାଗିଲା
ସମକକ୍ଷ : ଅଦ୍ଭୁତ, ଅସମ୍ଭବ, ଆଶ୍ଚର୍ଯ୍ୟ, ତାଜୁବ୍
मन का वह भाव जो किसी नई, विलक्षण या असाधारण बात को देखने, सुनने या ध्यान में आने से उत्पन्न होता है।
The astonishment you feel when something totally unexpected happens to you.
ଅର୍ଥ : କୌଣସି ଏଭଳି ଆଶ୍ଚର୍ଯ୍ୟଜନକ ବା ଅଦ୍ଭୁତ କାମ ବା ବିଷୟ ଯାହା ସାଧାରଣତଃ ଦେଖିହୁଏ ନାହିଁ ଏବଂ ଅଲୌକିକ ଏବଂ ଅସମ୍ଭବ ମନେହୁଏ
ଉଦାହରଣ : ପାଗଳ ବ୍ୟକ୍ତିକୁ ଠିକ୍କରି ସିଦ୍ଧ ମହାତ୍ମା ଚମତ୍କାର କରିଦେଲେ
ସମକକ୍ଷ : ଅଦ୍ଭୁତ କାମ, ଆଶ୍ଚର୍ଯ୍ୟ, କମାଲ୍, ଚମତ୍କାର
कोई ऐसा आश्चर्यजनक या अद्भुत कार्य या व्यापार जो साधारणतः देखने में न आता हो और जो अलौकिक और असंभव-सा समझा जाता हो।
Any amazing or wonderful occurrence.
ଅର୍ଥ : ଆଶ୍ଚର୍ଯ୍ୟ ଉତ୍ପନ୍ନ କରୁଥିବା ବସ୍ତୁ
ଉଦାହରଣ : ତାଜମହଲ୍ ପୃଥିବୀର ସାତୋଟି ଆଶ୍ଚର୍ଯ୍ୟ ମଧ୍ୟରୁ ଗୋଟିଏ
ସମକକ୍ଷ : ଅଦ୍ଭୁତ, ଆଶ୍ଚର୍ଯ୍ୟ
आश्चर्य उत्पन्न करने वाली वस्तु।
Something that causes feelings of wonder.
ସଂସ୍ଥାପନ କରନ୍ତୁ