ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ବୃନ୍ଦ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ବୃନ୍ଦ   ବିଶେଷ୍ୟ

ଅର୍ଥ : ଏକାଠି ହୋଇ ରହୁଥିବା ଗୋଟିଏ ଜଙ୍ଗଲୀ ସ୍ତନ୍ୟପାୟୀ ଜାତିର ଦଳ

ଉଦାହରଣ : ହରିଣଦଳରୁ ଅଲଗା ହୋଇଯାଇଥିବା ଶାବକକୁ ହେଟାବାଘ ମାଡ଼ିବସିଲା

ସମକକ୍ଷ : ଗୋଠ, ଦଳ, ପଲ, ମେଣ୍ଟ

* एक जाति के जंगली स्तनपायियों का समुदाय जो साथ रहते हैं।

हिरण के झुंड से विलग शावक को भेड़िए ने दबोच लिया।
झुंड, झुण्ड, दल, वृंद, वृन्द, हलक़ा, हलका, हल्क़ा, हल्का

A group of wild mammals of one species that remain together: antelope or elephants or seals or whales or zebra.

herd

ଅର୍ଥ : ଏକ ସ୍ଥାନରେ ଉପସ୍ଥିତ ବା ଏକରୁ ଅଧିକ ଲୋକ, ପଶୁ ଯାହାଙ୍କୁ ଏକ ଏକକ ରୂପେ ଗ୍ରହଣ କରାଯାଏ

ଉଦାହରଣ : ଚାଷଜମିକୁ ପଶୁଗୋଠ ନଷ୍ଟଭ୍ରଷ୍ଟ କରିଦେଉଛି

ସମକକ୍ଷ : ଗଣ, ଗୋଠ, ଦଳ, ପଲ, ଯୂଥ, ସମୁଦାୟ, ସମୂହ

एक स्थान पर उपस्थित एक से अधिक मनुष्य, पशु आदि जो एक इकाई के रूप में माने जाएँ।

खेतों को पशुओं का समुदाय तहस-नहस कर रहा है।
अवली, खेढ़ा, गण, गुट, गुट्ट, ग्रुप, घटा, जंतु समूह, जन्तु समूह, जात, झँडूला, झुंड, झुण्ड, दल, निकर, निकुरंब, निकुरम्ब, पलटन, पल्टन, फ़ौज, फौज, बेड़ा, माल, यूथ, वृंद, वृन्द, संकुल, संघात, संभार, सङ्कुल, सङ्घात, समुदाय, समूह, सम्भार, स्कंध, स्कन्ध

A large indefinite number.

A battalion of ants.
A multitude of TV antennas.
A plurality of religions.
battalion, large number, multitude, pack, plurality