ସଦସ୍ୟତା ନିଅନ୍ତୁ
ପୃଷ୍ଠା ଠିକଣା କ୍ଲିପବୋର୍ଡରେ କପି ହୋଇଛି ।
ଅର୍ଥ : ଯେଉଁ କଥା ବା କାର୍ଯ୍ୟରେ କାହାରି ମାନ ବା ପ୍ରତିଷ୍ଠା ଉଣା ହୁଏ
ଉଦାହରଣ : ଆମେ କାହାରି ଅପମାନ କରିବା ଉଚିତ୍ ନୁହେଁ ଶ୍ୱଶୁରାଳୟରେ ତାଙ୍କର ବଡ଼ ଅସମ୍ମାନ ହେଲା
ସମକକ୍ଷ : ଅନାଦାର, ଅବଜ୍ଞା, ଅମର୍ଯ୍ୟାଦା, ଅମାନ୍ୟ, ଅସମ୍ମାନ, ମର୍ଯ୍ୟାଦାହାନି
वह बात या कार्य जिससे किसी का मान या प्रतिष्ठा कम हो।
A deliberately offensive act or something producing the effect of deliberate disrespect.
ସଂସ୍ଥାପନ କରନ୍ତୁ