ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ବେଗମ୍‌ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ବେଗମ୍‌   ବିଶେଷ୍ୟ

ଅର୍ଥ : ତାସ ପତ୍ର ମଧ୍ୟରେ ରାଣୀ ଚିତ୍ରଥିବା ପତା

ଉଦାହରଣ : ଗୌତମ ନାଲିପାନର ବେଗମ୍‌କୁ ରଙ୍ଗ ଦୁକାରେ କାଟିଲା

ସମକକ୍ଷ : ରାଣୀ

ताश के पत्तों में रानी के चित्र वाला पत्ता।

गौतम ने पान की बेगम को रंग की दुक्की से काटा।
बेगम, बेग़म, मेम, रानी

One of four face cards in a deck bearing a picture of a queen.

queen

ଅର୍ଥ : ରାଜଙ୍କ ପତ୍ନୀ

ଉଦାହରଣ : ରାଜା ଦଶରଥଙ୍କର ତିନି ରାଣୀ ଥିଲେ ଶାହଜହାଁ ନିଜ ରାଣୀ ମମତାଜମହଲଙ୍କ ସ୍ମୃତିରେ ତାଜମହଲ ନିର୍ମାଣ କରିଥିଲେ

ସମକକ୍ଷ : ନୃପ ବଲ୍ଲଭା, ମଲ୍ଲିକା, ମହିଷୀ, ରାଜପତ୍ନୀ, ରାଜ୍ଞୀ, ରାଣୀ

राजा की पत्नी।

राजा दशरथ की तीन रानियाँ थीं।
शाहजहाँ ने अपनी रानी मुमताज महल की याद में ताजमहल का निर्माण करवाया था।
नृप वल्लभा, बेगम, बेग़म, मलिका, मल्लिका, महिषी, राजपत्नी, रानी, शुद्धांता, शुद्धान्ता

(the feminine of raja) a Hindu princess or the wife of a raja.

ranee, rani