ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ବେଙ୍ଗୁଳିବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ବେଙ୍ଗୁଳିବା   କ୍ରିୟାପଦ

ଅର୍ଥ : ପାଚିଥିବା ଫସଲର ଶସ୍ୟର କାଣ୍ଡରୁ ଦାନାକୁ ଅଲଗା କରିବାପାଇଁ ବଳଦ ମଡ଼ାଇବା

ଉଦାହରଣ : କୃଷକଟି ଖଳାରେ ଧାନଫସଲକୁ ବେଙ୍ଗଳା ପକାଉଛି

ସମକକ୍ଷ : ପତୁଳି ପକାଇବା, ବେଙ୍ଗଳା ପକାଇବା, ବେଙ୍ଗଳାଇବା

पकी हुई फसल के डंठलों में से दाना अलगाने के लिए बैलों से रौंदवाना।

किसान खलिहान में धान की फसल को दाँ रहा है।
दाँना, दाँवना, दांना, दांवना, दाना

Remove the seeds from.

Seed grapes.
seed