ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ବେଲିବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ବେଲିବା   କ୍ରିୟାପଦ

ଅର୍ଥ : ରୁଟି, ପୁରି ଆଦି ତିଆରିକରିବାପାଇଁ ବେଲଣା ପଟା ଉପରେ ଦଳା ଅଟାକୁ ରଖି ପତଳା କରିବା

ଉଦାହରଣ : ସୀମା ବହୁତ ଶୀଘ୍ର ରୁଟି ବେଲୁଛି

रोटी, पूरी आदि बनाने के लिए चकले पर लोई रखकर बेलन से पतला करना।

सीमा बहुत जल्दी-जल्दी बेलती है।
बेलना, रोलना

Flatten or spread with a roller.

Roll out the paper.
roll, roll out