ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ବେଶବିନ୍ୟାସ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ବେଶବିନ୍ୟାସ   ବିଶେଷ୍ୟ

ଅର୍ଥ : ଶୃଙ୍ଗାର କରିବା ବା ସଜାଇବାର ପ୍ରକ୍ରିୟା

ଉଦାହରଣ : କୃଷ୍ଣଙ୍କଦ୍ୱାରା ରାଧାଙ୍କ ପ୍ରସାଧନ ହେବା ପରେ କାବ୍ୟ ସମାପ୍ତ ହୋଇଯାଉଛି

ସମକକ୍ଷ : ଅଳଙ୍କରଣ, ପ୍ରସାଧନ

शृंगार करने या सजाने की क्रिया।

कृष्ण द्वारा राधा के प्रसाधन के बाद काव्य समाप्त हो जाता है।
अभिमंडन, अभिमण्डन, प्रसाधन, सँवारना, सजाना

ଅର୍ଥ : ସ୍ତ୍ରୀମାନେ ଗହଣା, ଲୁଗା ଆଦିରେ ନିଜକୁ ସୁସଜ୍ଜିତ କରିବା ପ୍ରକ୍ରିୟା

ଉଦାହରଣ : ସୀତା ଶୃଙ୍ଗାର କକ୍ଷରେ ଘଣ୍ଟାଏ ହେଲାଣି ସଜବାଜ ହେଉଛି

ସମକକ୍ଷ : ଅଙ୍ଗରାଗ, ଅଙ୍ଗସଜା, ମେକପ୍‌, ଶୃଙ୍ଗାର, ସଜବାଜ, ସାଜସଜ୍ଜା

Cosmetics applied to the face to improve or change your appearance.

make-up, makeup, war paint