ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ବୋବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ବୋବା   ବିଶେଷ୍ୟ

ଅର୍ଥ : ଯେଉଁ ବ୍ୟକ୍ତି କଥା କହିପାରେ ନାହିଁ

ଉଦାହରଣ : ମୂକମାନେ ସାଙ୍କେତିକ ଭାଷାରେ ସେମାନଙ୍କର କଥା କହନ୍ତି

ସମକକ୍ଷ : ଗୁଙ୍ଗା, ଘୁଙ୍ଗା, ଜଡ଼ା, ମୂକ

वह व्यक्ति जो बोल नहीं सकता है।

गूँगे संकेत भाषा में अपनी बात कहते हैं।
गूँगा, गूंगा, मूक

A deaf person who is unable to speak.

deaf-and-dumb person, deaf-mute, mute