ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ବୋଲିବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ବୋଲିବା   କ୍ରିୟାପଦ

ଅର୍ଥ : କୌଣସି ନାମରେ ଜଣାଯିବା

ଉଦାହରଣ : ଲୋକ ଗାନ୍ଧୀଙ୍କୁ ବାପୁ ମଧ୍ୟ କହନ୍ତି

ସମକକ୍ଷ : କହିବା

के नाम से जाना जाना।

लोग गाँधीजी को बापू भी कहते हैं।
कहना, पुकारना, बुलाना, बोलना

Greet, as with a prescribed form, title, or name.

He always addresses me with `Sir'.
Call me Mister.
She calls him by first name.
address, call

ଅର୍ଥ : ମୁହଁରେ ବ୍ୟକ୍ତ ଏବଂ ସ୍ପଷ୍ଟ ଧ୍ୱନି ବାହାରିବା

ଉଦାହରଣ : ସୀମା ‘ଡ’ କୁ ‘ର’ କହେ

ସମକକ୍ଷ : ଉଚ୍ଚାରଣ କରିବା, ଉଚ୍ଚାରିବା, କହିବା

मुँह से व्यक्त और स्पष्ट भाषिक ध्वनि निकालना।

सीमा ड़ को र बोलती है।
अरंभना, अरम्भना, आखना, उचरना, उचारना, उच्चरना, उच्चारण करना, उच्चारना, कहना, बोलना

Use language.

The baby talks already.
The prisoner won't speak.
They speak a strange dialect.
speak, talk

ଅର୍ଥ : କାହାରି ବିଷୟରେ ନିଶ୍ଚିତତା ଓ ଆତ୍ମବିଶ୍ୱାସ ସହିତ କିଛି ସକାରାତ୍ମକ ବିବରଣୀ ଦେବା

ଉଦାହରଣ : ସେ ଭଲଲୋକ ନୁହେଁ ବୋଲି ମୁଁ ତୁମକୁ କହିଥିଲି

ସମକକ୍ଷ : କହିବା, ବିବରଣୀଦେବା, ବ୍ୟକ୍ତକରିବା, ସ୍ପଷ୍ଟକରିବା

किसी के बारे में निश्चितता और आत्मविश्वास के साथ कोई सकारात्मक जानकारी देना।

मैंने तुमसे कहा था कि वह अच्छा आदमी नहीं है।
कहना, बोलना

Inform positively and with certainty and confidence.

I tell you that man is a crook!.
assure, tell

ଅର୍ଥ : ଭଲମନ୍ଦ କହିବା

ଉଦାହରଣ : ମୋ ଶାଶୁ ମୋତେ ସଦାବେଳେ କିଛି ନା କିଛି ଶୁଣଉଛନ୍ତି

ସମକକ୍ଷ : କହିବା, ଶୁଣେଇବା

खरी-खोटी या बुरी बातें कहना।

मेरी सास मुझे हमेशा कुछ न कुछ सुनाती हैं।
कहना, बोलना, सुनाना