ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ବୋଳିବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ବୋଳିବା   କ୍ରିୟାପଦ

ଅର୍ଥ : କିଛି ତରଳ ପଦାର୍ଥକୁ କୌଣସି ବସ୍ତୁ ଉପରେ ଏପରି ଲଗାଇବା ଯାହା ତା ଉପରେ ଲାଗିରହିବ

ଉଦାହରଣ : ଦିପାବଳୀ ସମୟରେ ଘରକୁ ରଙ୍ଗରେ ଲିପାଯାଇଥାଏ

ସମକକ୍ଷ : ଲିପିବା, ଲେପନ କରିବା

कोई घोल किसी वस्तु पर इस प्रकार लगाना कि वह उस पर बैठ या जम जाए।

दिवाली के समय घर को रंगों आदि से पोतते हैं।
पोतना

Cover (a surface) by smearing (a substance) over it.

Smear the wall with paint.
Daub the ceiling with plaster.
daub, smear

ଅର୍ଥ : କୌଣସି ଏକ ବସ୍ତୁର ପୃଷ୍ଠଭାଗରେ ଅନ୍ୟ ଏକ ବସ୍ତୁର ବିସ୍ତାର କରିବା

ଉଦାହରଣ : କେତେକ ଲୋକ ରୋଟିରେ ଘିଅ ଲଗାନ୍ତି

ସମକକ୍ଷ : ମାରିବା, ଲଗାଇବା, ଲେସିବା

किसी एक वस्तु की सतह पर दूसरी वस्तु को फैलाना।

कुछ लोग रोटी पर घी चुपड़ते हैं।
चढ़ाना, चपरना, चुपड़ना, पोतना, लगाना

Cover by spreading something over.

Spread the bread with cheese.
spread