ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ବ୍ରହ୍ମଚାରୀ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ବ୍ରହ୍ମଚାରୀ   ବିଶେଷ୍ୟ

ଅର୍ଥ : ସନ୍ୟାସ ଆଶ୍ରମରେ ରହୁଥିବା ତଥା ତାଙ୍କର ନିୟମ ପାଳନ କରୁଥିବା ବ୍ୟକ୍ତି

ଉଦାହରଣ : ଚିତ୍ରକୂଟରେ ଜଣେ ବଡ଼ ସନ୍ୟାସୀଙ୍କ ସହିତ ମୋର ସାକ୍ଷାତ ହେଲା

ସମକକ୍ଷ : ବାବାଜୀ, ସନ୍ୟାସୀ

संन्यास आश्रम में रहने वाला तथा उसके नियमों का पालन करने वाला व्यक्ति।

चित्रकूट में मेरी मुलाक़ात एक बहुत बड़े संन्यासी से हुई।
अवधू, अवधूत, परिव्राज, परिव्राजक, संन्यासी, सन्नासी

A male religious living in a cloister and devoting himself to contemplation and prayer and work.

monastic, monk

ଅର୍ଥ : ସଂଯମପୂର୍ବକ ବ୍ରହ୍ମଚର୍ଯ୍ୟ ପାଳନ କରିବା

ଉଦାହରଣ : ସେ ଆଜନ୍ମ ବ୍ରହ୍ମଚାରୀ

ସମକକ୍ଷ : ବ୍ରତୀ, ବ୍ରହ୍ମଚର୍ଯ୍ୟ ପାଳକ, ଯତି

संयमपूर्वक रहकर ब्रह्मचर्य का पालन करनेवाला।

भीष्मपितामह ने आजन्म ब्रह्मचारी का जीवन बिताया।
ब्रम्हचारी, ब्रह्मचर्य पालक, ब्रह्मचारी, यति, व्रती

An unmarried person who has taken a religious vow of chastity.

celibate