ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଭଉଁରୀ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଭଉଁରୀ   ବିଶେଷ୍ୟ

ଅର୍ଥ : ଖୁବ୍ ବୁଲୁଥିବା କାଠଆଦିର ଗୋଟିଏ ଗୋଲ ଛୋଟ ଖେଳନା

ଉଦାହରଣ : ପିଲାଟି ଚକ୍ରି ବୁଲାଉଥିଲା

ସମକକ୍ଷ : ଚକରି, ଚକ୍ରି, ନଟୁ

खूब घूमनेवाला काठ आदि का एक गोल छोटा खिलौना।

बच्चा फिरकी नचा रहा है।
चकई, चकरी, ढेरा, फिरकी, फिरहरी, भँभरी, भँभीरी

A toy consisting of vanes of colored paper or plastic that is pinned to a stick and spins when it is pointed into the wind.

pinwheel, pinwheel wind collector

ଅର୍ଥ : ଯେଉଁ ଅବସ୍ଥାରେ କେହି ଫାନ୍ଦରେ ପଡ଼ି ଯାଏ ବା ପାଣିରେ ହେଉଥିବା ଭଉଁରୀର ଲାକ୍ଷଣିକ ପ୍ରୟୋଗ

ଉଦାହରଣ : ପଇସା ଚକ୍କରରେ ପ୍ରତ୍ୟେକ ବ୍ୟକ୍ତି ଫସି ଯାଇଛନ୍ତି

ସମକକ୍ଷ : ଆବର୍ତ୍ତ, ଚକ୍କର

वह अवस्था जिसमें कोई उलझ जाए या पानी में होने वाली भँवर का लाक्षणिक प्रयोग।

पैसे के भँवर में हर आदमी फँसा हुआ है।
चक्कर, भँवर, भंवर

ଅର୍ଥ : ଗାଲରେ ହେଉଥିବା ଗର୍ତ୍ତ(ବିଶେଷକରି ହସିବା ବା କିଛି କହିବା ବେଳେ)

ଉଦାହରଣ : ପ୍ରୀତି ଜିଣ୍ଟାର ଡିମ୍ପଲ ସୁନ୍ଦର ଲାଗେ

ସମକକ୍ଷ : ଡିମ୍ପଲ

गालों पर पड़ने वाला गड्ढा (विशेषकर हँसते या कुछ बोलते समय)।

प्रीति जिंटा का गुल मोहक लगता है।
गुल

A small natural hollow in the cheek or chin.

His dimple appeared whenever he smiled.
dimple

ଅର୍ଥ : ଜଳପ୍ରବାହର ଯେଉଁ ସ୍ଥାନରେ ଜଳ ଗୋଟିଏ କେନ୍ଦ୍ରରେ ଚକ୍କର ଖାଇ ବୁଲୁଥାଏ

ଉଦାହରଣ : ସେ ନଈରେ ଗାଧୋଉଥିବା ସମୟରେ ଭଉଁରୀରେ ପଡ଼ି ବୁଡ଼ିଗଲା

ସମକକ୍ଷ : ଆବର୍ତ୍ତ, ଜଳାବର୍ତ୍ତ

जल के बहाव में वह स्थान जहाँ पानी की लहर एक केंद्र पर चक्कर खाती हुई घूमती है।

वह नदी में नहाते समय भँवर में फँसकर डूब गया।
अवरत, अवर्त, अवर्त्त, आवर्त, आवर्त्त, घुमरी, चक्र, जलरंड, जलरण्ड, जलावर्त, भँवर, भँवरी, भंवर, भंवरी, विवर्त

A powerful circular current of water (usually the result of conflicting tides).

maelstrom, vortex, whirlpool