ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଭଙ୍ଗାଇବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଭଙ୍ଗାଇବା   କ୍ରିୟାପଦ

ଅର୍ଥ : ଟଙ୍କାପଇସାଆଦି ବଦଳାଇବା

ଉଦାହରଣ : ଫଳବାଲା ପାଖରେ ପାଞ୍ଚଶହ ଟଙ୍କିଆ ନୋଟର ଖୁଚୁରା ନଥିଲା ଭାଙ୍ଗିଲାନାହିଁ

ସମକକ୍ଷ : ଖୁଚୁରାନଥିବା, ବଦଳାଇବା, ଭାଙ୍ଗିବା

रुपये पैसे आदि का भंजना।

फलवाले के पास पाँच सौ का नोट नहीं टूटा।
टूटना

ଅର୍ଥ : ଫାଳିବା କାମ ଅନ୍ୟ କାହାରିଦ୍ୱାରା କରାଇବା

ଉଦାହରଣ : ମାଆ ରାଧାଦ୍ୱାରା କାଠ ଭଙ୍ଗାଉଛନ୍ତି

ସମକକ୍ଷ : ଖଣ୍ଡଖଣ୍ଡ କରାଇବା

कोई वस्तु आदि को या उसका भाग तोड़ने का काम दूसरे से कराना।

माँ राधे से लकड़ियाँ तुड़वा रही है।
टोरवाना, तुड़वाना, तुड़ाना, तोड़वाना, तोरवाना

ଅର୍ଥ : କାନ୍ଥ,ଘର ଆଦି ଅନ୍ୟ କାହାଦ୍ୱାରା ଭଙ୍ଗାଇବା ବା ଧ୍ୱସ୍ତ କରାଇବା

ଉଦାହରଣ : ଠିକାଦାର ବଡ଼ ଅଟ୍ଟାଳିକା ଗଢ଼ିବାପାଇଁ ଗରିବମାନଙ୍କର ଘରକୁ ଭଙ୍ଗାଇଦେଲା

ସମକକ୍ଷ : ଧ୍ୱଂସ କରାଇବା, ଧ୍ୱସ୍ତ କରାଇବା, ନଷ୍ଟ କରାଇବା, ଭଗ୍ନ କରାଇବା

दीवार, मकान आदि को किसी अन्य से गिरवाना या ध्वस्त कराना।

ठेकेदार ने बड़ी इमारत बनाने के लिए गरीबों के मकानों को ढहवा दिया।
गिरवाना, ढहवाना

Destroy completely.

The wrecking ball demolished the building.
demolish, pulverise, pulverize

ଅର୍ଥ : ବଡ଼ ମୁଦ୍ରା ବା ନୋଟକୁ ସେହି ମୂଲ୍ୟର ଛୋଟଛୋଟ ମୁଦ୍ରା ବା ନୋଟରେ ବଦଳାଇବା

ଉଦାହରଣ : ରହିମ ରିକ୍ସାଭଡ଼ା ଦେବାପାଇଁ ଶହେ ଟଙ୍କା ଭଙ୍ଗାଇଲା

बड़े सिक्के या नोट को उतने ही मूल्य के छोटे-छोटे सिक्कों या नोटों से बदलवाना।

रहीम ने रिक्शे का भाड़ा देने के लिए सौ रुपया तुड़वाया।
टोरवाना, तुड़वाना, तुड़ाना, तोड़वाना, तोरवाना, भँजाना, भुनवाना

ଅର୍ଥ : ଟଙ୍କା,ନୋଟ ଆଦିକୁ ଛୋଟ ମୁଦ୍ରା ବା ଟଙ୍କାରେ ପରିଣତ କରିବା

ଉଦାହରଣ : ରିକ୍ସାବାଲାକୁ ପଇସା ଦେବାପାଇଁ ସେ ପାଞ୍ଚଶହ ଟଙ୍କିଆ ନୋଟକୁ ଭଙ୍ଗାଇଲା

ସମକକ୍ଷ : ଖୁଚୁରାକରାଇବା, ରେଜାକରାଇବା

रुपए, नोट आदि को छोटे सिक्कों या रुपयों में परिणत करना।

रिक्शावाले को पैसे देने के लिए उसने पाँच सौ का नोट भुनाया।
टोरना, तोड़ना, तोरना, भुनाना