ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଭଲ ଲକ୍ଷଣ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଭଲ ଲକ୍ଷଣ   ବିଶେଷ୍ୟ

ଅର୍ଥ : କୌଣସି ବିଶେଷ କାମର ଆରମ୍ଭରେ ଦେଖାଯାଉଥିବା ଶୁଭ କିମ୍ବା ଅଶୁଭ ଲକ୍ଷଣ

ଉଦାହରଣ : ସ୍ତ୍ରୀମାନଙ୍କର ବାମ ଆଖି ଡେଇଁବା ଶୁଭ ଲକ୍ଷଣ ଓ ପୁରୁଷମାନଙ୍କର ବାମ ଆକ୍ଷି ଡେଇଁବା ଅଶୁଭ ଲକ୍ଷଣ ଭାବେ ଗ୍ରହଣ କରାଯାଏ

ସମକକ୍ଷ : ଶୁଭ ଲକ୍ଷଣ, ଶୁଭ ଶକୁନ

किसी विशेष कार्य के आरंभ में दिखाई देने वाले शुभ या अशुभ लक्षण।

स्त्रियों की बायीं आँख फड़कना शुभ शगुन जबकि पुरुषों की बायीं आँख फड़कना अपशगुन माना जाता है।
शकुन, शगुन, सगुन

A sign of something about to happen.

He looked for an omen before going into battle.
omen, portent, presage, prodigy, prognostic, prognostication