ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଭୁବନ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଭୁବନ   ବିଶେଷ୍ୟ

ଅର୍ଥ : ଆମେ ପ୍ରାଣୀମାନେ ରହୁଥିବା ଜଗତ

ଉଦାହରଣ : ସଂସାରରେ ଯେ ବି ଜନ୍ମ ହୁଏ, ତାକୁ ମରିବାକୁ ହୁଏ

ସମକକ୍ଷ : ଅଧିଲୋକ, ଇହଲୋକ, ଜଗତ, ଜୀବଲୋକ, ଦୁନିଆ, ଦୁନିଆଁ, ପୃଥିବୀଲୋକ, ପୃଥ୍ୱୀଲୋକ, ବିଶ୍ୱ, ଭୂଲୋକ, ମନୁଷ୍ୟଲୋକ, ମରଲୋକ, ମର୍ତ୍ତ୍ୟଲୋକ, ମୃତ୍ୟୁଲୋକ, ସଂସାର, ସୃଷ୍ଟି

ଅର୍ଥ : ପୃଥିବୀର ତଳେ-ଉପରେ କିଛି କଳ୍ପିତ ସ୍ଥାନ ପୁରାଣ ଅନୁସାରେ ଯାହାର ସଂଖ୍ୟା ଚଉଦ

ଉଦାହରଣ : ଧର୍ମଗ୍ରନ୍ଥ ଅନୁସାରେ ଉପରେ ସାତ ଓ ତଳେ ସାତ ଲୋକ ଅଛି

ସମକକ୍ଷ : ଲୋକ

पृथ्वी के ऊपर-नीचे के कुछ कल्पित स्थान, पुराणानुसार जिनकी संख्या चौदह है।

धर्म ग्रंथों के अनुसार सात लोक ऊपर हैं और सात नीचे।
तबक, तबक़, पुर, भुवन, लोक

A place that exists only in imagination. A place said to exist in fictional or religious writings.

fictitious place, imaginary place, mythical place