ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଭୂତପୂର୍ବ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଭୂତପୂର୍ବ   ବିଶେଷଣ

ଅର୍ଥ : କୌଣସି କାରଣରୁ ଯିଏ ପ୍ରଥମେ ଗୋଟିଏ ପଦରେ ଥିଲେ କିନ୍ତୁ ବର୍ତ୍ତମାନ ସେହି ପଦରେ ନାହାନ୍ତି

ଉଦାହରଣ : ଆଜିର ସଭାରେ କେତେ ଭୂତପୂର୍ବ ମନ୍ତ୍ରୀ ମଧ୍ୟ ଭାଗନେବେ

ସମକକ୍ଷ : ପୂର୍ବ, ପୂର୍ବତନ

जो पहले किसी कारण से उस पद पर रह चुका हो,पर अब किसी कारण से उस पद पर न हो।

आज की सभा में कई भूतपूर्व मंत्री भी भाग लेंगे।
अयथापूर्व, पूर्व, पूर्ववर्ती, भूतपूर्व

(used especially of persons) of the immediate past.

The former president.
Our late President is still very active.
The previous occupant of the White House.
former, late, previous