ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ମଉଜମଜଲିସ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ମଉଜମଜଲିସ   ବିଶେଷ୍ୟ

ଅର୍ଥ : ଆନନ୍ଦ ବା ଉତ୍ସାହର ସମାରୋହ ଯେଉଁଥିରେ ଖାଇବା ପିଇବା ଓ ନାଚଗୀତଆଦି ଥାଏ

ଉଦାହରଣ : ଆମ୍ଭେମାନେ ସମାରୋହରେ ଭାଗ ନେବାକୁ ଯାଇଥିଲୁ

ସମକକ୍ଷ : ଉତ୍ସବ, ସମାରୋହ

आनंद या उत्साह का समारोह जिसमें ख़ाना -पीना या गाना-बजाना आदि हो।

हमलोग एक जलसे में भाग लेने गये थे।
जलसा, जल्सा, मजलिस, महफ़िल, महफिल

A joyful occasion for special festivities to mark some happy event.

celebration, jubilation