ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ମଣ୍ଡଳି ଶବ୍ଦର ଅର୍ଥ ଏବଂ ଉଦାହରଣ ।

ମଣ୍ଡଳି   ବିଶେଷ୍ୟ

ଅର୍ଥ : କୌଣସି କାମ ବା ଉଦ୍ଦେଶ୍ୟ ସାଧନପାଇଁ ଅଭିପ୍ରେତ ଲୋକସମୂହ

ଉଦାହରଣ : ଆଜିକାଲି ସମାଜରେ ନିତି ନୂଆ ନୂଆ ଦଳ ମୁଣ୍ଡ ଟେକୁଛନ୍ତି

ସମକକ୍ଷ : ଦଳ, ମଣ୍ଡଳ, ଯୂଥ

किसी कार्य या उद्देश्य की सिद्धि के लिए बना लोगों का समूह।

आजकल समाज में नित्य नये-नये दलों का उदय हो रहा है।
गिरोह, गुट, जत्था, जमात, जूथ, टीम, टोली, दल, फिरका, फिर्क, बैंड, बैण्ड, बैन्ड, मंडल, मंडली, मण्डल, मण्डली, यूथ, यूह, संतति, सन्तति