ଅର୍ଥ : ସୂର୍ଯ୍ୟ ବା ଚନ୍ଦ୍ରମାଙ୍କ ଚାରି ପଟେ ଦେଖାଯାଉଥିବ ପରିଧି ବା ପରିବେଶ
ଉଦାହରଣ :
ସୂର୍ଯ୍ୟ ମଣ୍ଡଳରେ କେତେକ ଗ୍ରହ ବୁଲୁଥାନ୍ତି
ଅର୍ଥ : କ୍ଷେତ୍ରଆଦିର ଏଭଳି ବିଭାଗ ଯାହା ଜଣେ ବିଶେଷ ଅଧିକାରୀଙ୍କ ଅଧୀନରେ ଥାଏ ଏବଂ ଯାହା ଜିଲ୍ଲାଆଦିରେ ବିଭାଜିତ ହୋଇଥାଏ
ଉଦାହରଣ :
ସେ ଉତ୍ତରପ୍ରଦେଶର ଗୋରଖପୁର ମଣ୍ଡଳର ଅଧିବାସୀ
ଅର୍ଥ : ଭୂଗୋଳରେ ଗରମ ଓ ଥଣ୍ଡା ଭିତ୍ତିରେ କରାଯାଇଥିବା ପୃଥିବୀର ପାଞ୍ଚ ଭାଗରୁ ଗୋଟିଏ ଭାଗ
ଉଦାହରଣ :
ଉତ୍ତର ମେରୁ ହିମ ମଣ୍ଡଳରେ ଆସୁଅଛି
ସମକକ୍ଷ : ଶୀତ କଟିବନ୍ଧ, ହିମ କଟିବଂଧ, ହିମ ମଣ୍ଡଳ
ଅର୍ଥ : ସାମାଜିକ ଓ ଧାର୍ମିକ ଦୃଷ୍ଟିରୁ ଅନ୍ୟକୁ ଦିଆଯାଇଥିବା ନିଷ୍କର ଭୂମି
ଉଦାହରଣ :
ଏହି ମଣ୍ଡଳରେ ଧର୍ମନୀତି ଆୟୋଜନ କରାଯାଏ
ସମକକ୍ଷ : କ୍ଷେତ୍ର