ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ମମତା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ମମତା   ବିଶେଷ୍ୟ

ଅର୍ଥ : ଈଶ୍ୱରଙ୍କ ଧ୍ୟାନ ପରିତ୍ୟାଗ କରି ଶାରୀରିକ ଓ ସାଂସାରିକ ପଦାର୍ଥକୁ ନିଜର ସର୍ବସ୍ୱ ମାନିନେବାର ପ୍ରକ୍ରିୟା ବା ଭାବ

ଉଦାହରଣ : ସାଧୁ ସନ୍ଥମାନେ ମୋହରେ ପଡ଼ନ୍ତି ନାହିଁ

ସମକକ୍ଷ : ଅସ୍ମିତା, ବିମୋହ, ମାୟା, ମୋହ

ईश्वर का ध्यान छोड़कर शरीर और सांसारिक पदार्थों को अपना सर्वस्व समझने की क्रिया या भाव।

संत लोग मोह में नहीं पड़ते।
अस्मिता, ममता, मोह, विमोह, व्यामोह

A feeling of great liking for something wonderful and unusual.

captivation, enchantment, enthrallment, fascination

ଅର୍ଥ : ଛୋଟ ଏବଂ ସମବୟସ୍କଙ୍କ ପ୍ରତି ହୃଦୟରୁ ଆସୁଥିବା ପ୍ରେମ

ଉଦାହରଣ : ପିଲାଙ୍କପାଇଁ ଚାଚା ନେହେରୁଙ୍କର ବହୁତ ସ୍ନେହ ଥିଲା

ସମକକ୍ଷ : ପ୍ରେମ, ସ୍ନେହ

अपने से छोटों, हमजोलियों आदि के प्रति हृदय में उठने वाला प्रेम।

चाचा नेहरू को बच्चों से बहुत स्नेह था।
आबंध, आबंधन, आबन्ध, आबन्धन, नेह, प्यार, प्रेम, ममता, स्नेह

A positive feeling of liking.

He had trouble expressing the affection he felt.
The child won everyone's heart.
The warmness of his welcome made us feel right at home.
affection, affectionateness, fondness, heart, philia, tenderness, warmheartedness, warmness

ଅର୍ଥ : ମାଆର ସନ୍ତାନପ୍ରତି ଥିବା ସ୍ନେହ

ଉଦାହରଣ : ପିଲାମାନେ ମାଆଙ୍କ ମମତାର ଛାଇରେ ବଢନ୍ତି

ସମକକ୍ଷ : ମମତ୍ୱ, ମାତୃସ୍ନେହ

वह स्नेह जो माता का बच्चे के प्रति होता है।

बच्चे माँ की ममता की छाँव में पलते हैं।
ममता, ममत्व

A positive feeling of liking.

He had trouble expressing the affection he felt.
The child won everyone's heart.
The warmness of his welcome made us feel right at home.
affection, affectionateness, fondness, heart, philia, tenderness, warmheartedness, warmness