ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ମରାଇବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ମରାଇବା   କ୍ରିୟାପଦ

ଅର୍ଥ : ଜୀବନରୁ ମାରିଦେବା କାମ ଅନ୍ୟଦ୍ୱାରା କରେଇବା

ଉଦାହରଣ : ସୁଗ୍ରୀବ ବାଳୀକୁ ରାମଙ୍କଦ୍ୱାରା ହତ୍ୟାକରାଇଥିଲେ

ସମକକ୍ଷ : ମରେଇବା, ହତ୍ୟାକରାଇବା, ହତ୍ୟାକରେଇବା

जान से मारने का काम दूसरे से कराना।

सुग्रीव ने बाली को राम से मरवाया।
मरवाना, हत्या करवाना

ଅର୍ଥ : କାହାଉପରେ ଅନ୍ୟ କାହାଦ୍ୱାରା କୌଣସି ବସ୍ତୁରେ ଆଘାତ କରାଇବା

ଉଦାହରଣ : ବାପା ଗୁରୁଜୀଙ୍କଦ୍ୱାରା ଆମକୁ ମାଡ଼ଖୁଆଇଲେ

ସମକକ୍ଷ : ଆଘାତ କରାଇବା, ପିଟାଇବା, ମାଡ଼ଖୁଆଇବା

किसी दूसरे द्वारा किसी पर किसी वस्तु आदि से आघात कराना।

पिताजी ने अध्यापक से हमको पिटवाया।
धुनवाना, पिटवाना, पिटाई करवाना, मरवाना