ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ମର୍ଦ୍ଦନ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ମର୍ଦ୍ଦନ   ବିଶେଷ୍ୟ

ଅର୍ଥ : ପାଦତଳେ ଦବି ବା ଦବାହୋଇ ନଷ୍ଟ ହେବା ବା କରିବାର କ୍ରିୟା

ଉଦାହରଣ : ଭଗବାନ ଶ୍ରୀକୃଷ୍ଣ କାଳୀୟନାଗ ମର୍ଦ୍ଦନ କରିଥିଲେ

ସମକକ୍ଷ : ପଦ ଦଳନ

पैरों के नीचे दबकर या दबाकर नष्ट होने या करने की क्रिया।

कालिया नाग का मर्दन भगवान श्रीकृष्ण ने किया था।
अरदना, आमर्द, कुचलना, मर्दन, रौंदन, रौंदना

ଅର୍ଥ : କୌଣସି ବସ୍ତୁଆଦିକୁ ନଷ୍ଟକରିବାର କ୍ରିୟା

ଉଦାହରଣ : ପରମେଶ୍ୱର ଶତ୍ରୁମାନଙ୍କୁ ମର୍ଦ୍ଦନ କରିବାପାଇଁ ଜନ୍ମ ନେଇଥାନ୍ତି

ସମକକ୍ଷ : ନଷ୍ଟୀକରଣ

किसी वस्तु आदि को नष्ट करने की क्रिया।

परमेश्वर शत्रुओं का मर्दन करने के लिए जन्म लेते हैं।
अवदारण, अवमर्षण, उजाड़ना, उजारना, उज्जारना, नष्ट करना, मर्दन, मिटाना

The termination of something by causing so much damage to it that it cannot be repaired or no longer exists.

destruction, devastation

ଅର୍ଥ : ଭଲ ଭାବରେ ମକଚିବା, ପେଶିବା, ବା ରଗଡିବା ଆଦି କ୍ରିୟା ବା ଭାବ

ଉଦାହରଣ : ଶରୀର ମର୍ଦ୍ଦନ ପଶ୍ଚାତ ସେ ଗାଧୋଇବାକୁ ଚାଲିଗଲା

अच्छी तरह से मसलने, पीसने या रगड़ने आदि की क्रिया या भाव।

शरीर के आमर्दन के पश्चात वह स्नान करने चला गया।
आमर्दन

ଅର୍ଥ : ହାତରେ କିଛି ବସ୍ତୁକୁ ଦଳିବା କ୍ରିୟା

ଉଦାହରଣ : ପହିଲିମାନ ନିଜ ଶରୀରର ମର୍ଦ୍ଦନ ପରେ ହିଁ ଆଖଡାରେ ଓହ୍ଲାଏ

हाथ से किसी वस्तु को दबाने की क्रिया।

पहलवान अपने शरीर के मर्दन के पश्चात ही अखाड़े में उतरता है।
टीपना, मर्दन, मलना, मसकना, मसलना, मींजना

Kneading and rubbing parts of the body to increase circulation and promote relaxation.

massage