ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ମାନେ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ମାନେ   ବିଶେଷ୍ୟ

ଅର୍ଥ : ସେହି ଅଭିପ୍ରାୟ ବା ଉଦ୍ଦେଶ୍ୟ ଯାହା କୌଣସି ଶବ୍ଦ,ପଦ ବା ବାକ୍ୟଆଦିରୁ ବାହାରେ ଏବଂ ଯାହାକୁ ବୁଝାଇବପାଇଁ ସେ ଶବ୍ଦ ବା ପଦ ଲୋକରେ ପ୍ରଚଳିତ ହୁଏ

ଉଦାହରଣ : ବେଳେବେଳେ ସୁରଦାଶଙ୍କ ପଦର ଅର୍ଥ ବାହାର କରିବା କଷ୍ଟକର ହୋଇଥାଏ

ସମକକ୍ଷ : ଅଭିପ୍ରାୟ, ଅର୍ଥ, ତାତ୍ପର୍ଯ୍ୟ, ଭାବ

वह संकल्पना जो किसी शब्द, पद या वाक्य आदि से निकलता है और जिसका बोध कराने के लिए वह शब्द या पद लोक में प्रचलित होता है।

कभी-कभी सूरदास के पदों का अर्थ निकालना मुश्किल हो जाता है।
अंतर्भाव, अध्यवसान, अन्तर्भाव, अभिप्राय, अरथ, अर्थ, आकूत, आकूति, आशय, आसय, तात्पर्य, भाव, मतलब, माने, मायने

The idea that is intended.

What is the meaning of this proverb?.
meaning, substance