ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ମିଆଦ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ମିଆଦ   ବିଶେଷ୍ୟ

ଅର୍ଥ : କୌଣସି ଏକ ନିର୍ଦ୍ଦିଷ୍ଟ ସମୟରୁ ଅନ୍ୟ ଏକ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେଥିବା କାଳ ବା ସମୟ

ଉଦାହରଣ : ଆମକୁ ଚାରି ଘଣ୍ଟା ଭିତରେ ଏହି କାମ ପୂରା କରିବାକୁ ହେବ

ସମକକ୍ଷ : ଅବଧି, ଭିତରେ, ସୀମା

किसी एक नियत समय से दूसरे नियत समय तक के बीच का काल।

हमें चार घंटे की अवधि में यह काम पूरा करना है।
अवधि, कालावधि, मिआद, मियाद, मीयाद, समयकाल, समयावधि

An amount of time.

A time period of 30 years.
Hastened the period of time of his recovery.
Picasso's blue period.
period, period of time, time period

ଅର୍ଥ : ସେହି ନିର୍ଦ୍ଦିଷ୍ଟ ବା ନିଶ୍ଚିତ ସମୟ ଯାହା ପୂର୍ବରୁ କୌଣସି କାମ ହେବା ଆବଶ୍ୟକ ହୋଇଥାଏ

ଉଦାହରଣ : ଏହି କାର୍ଯ୍ୟକୁ କରିବାର ଅବଧି ପୂରା ହୋଇଯାଇଛି

ସମକକ୍ଷ : ଅବଧି, କାଳାବଧି, ସ୍ଥିତିକାଳ

आविष्कार करने वाला व्यक्ति।

एक आविष्कारक के एक नए आविष्कार से तहलका मच गया है।
आविष्कर्ता, आविष्कर्त्ता, आविष्कारक, आविष्कारकर्ता, आविष्कारकर्त्ता

Someone who is the first to think of or make something.

artificer, discoverer, inventor