ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ମୁକୁଟ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ମୁକୁଟ   ବିଶେଷ୍ୟ

ଅର୍ଥ : ଏକ ତିନିକୋଣିଆ,ଛୋଟ ଶିରୋଭୁଷଣ ଯାହା ବିବାହ ସମୟରେ କନ୍ୟା ମୁଣ୍ଡରେ ବନ୍ଧାଯାଏ

ଉଦାହରଣ : ବିବାହ ମଣ୍ଡପରେ ବସିଥିବା କନ୍ୟାର ମୁଣ୍ଡରେ ମୁକୁଟ ଶୋଭା ପାଉଥିଲା

ସମକକ୍ଷ : ଟୋପର

एक तिकोना,छोटा शिरोभूषण जो विवाह के समय कन्या के सिर पर बाँधा जाता है।

विवाह मंडप में बैठी कन्या के सिर पर मउरी शोभयमान है।
मउरी, मौरी

ଅର୍ଥ : ଦେବତା ଓ ରାଜା ଆଦିଙ୍କ ମୁଣ୍ଡ ଉପରେ ଶୋଭାପାଉଥିବା ଏକ ଶିରୋଭୂଷଣ

ଉଦାହରଣ : ରାଜାଙ୍କ ମୁଣ୍ଡରେ ମୁକୁଟ ଶୁଶୋଭିତ ହେଉଛି

ସମକକ୍ଷ : କିରୀଟ, ଶିରୋଭୂଷଣ

देवताओं, राजाओं आदि के सिर पर रहने वाला एक शिरोभूषण।

राजा के सर पर मुकुट सुशोभित है।
अवतंस, अवतन्स, किरीट, ताज, मुकुट, शेखर, सिरमौर, हेर

An ornamental jeweled headdress signifying sovereignty.

crown, diadem