ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ମୁକ୍ତ କରିବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ମୁକ୍ତ କରିବା   କ୍ରିୟାପଦ

ଅର୍ଥ : କୌଣସି ବନ୍ଧନ ବା କାମରୁ ମୁକ୍ତ ହେବା

ଉଦାହରଣ : ମୁନିଋଷି ମାନେ ନିଜ ସାଧନା ବଳରେ ସଂସାରିକ ଦୁଃଖରୁ ନିଜକୁ ମୁକ୍ତ କରିଥିଲେ

ସମକକ୍ଷ : ଉଦ୍ଧାର କରିବା, ଉଦ୍ଧାର ପାଇବା, ନିସ୍ତାର ପାଇବା, ମୁକ୍ତି ପାଇବା

किसी बंधन या काम से मुक्त होना।

ऋषि अपनी साधना के बल पर संसार के दुःखों से उबरता है।
उद्धार पाना, उबरना, निस्तार पाना, मुक्त होना

Bring into safety.

We pulled through most of the victims of the bomb attack.
bring through, carry through, pull through, save

ଅର୍ଥ : କାର୍ଯ୍ୟ ବା ଦାୟିତ୍ୱରୁ ମୁକ୍ତ କରିବା

ଉଦାହରଣ : ଦୟାକରି ଆପଣ ମୋ ସ୍ଥାନ ଗ୍ରହଣକରି ମୋତେ ମୁକ୍ତ କରନ୍ତୁ

ସମକକ୍ଷ : ସ୍ୱତନ୍ତ୍ର କରିବା, ସ୍ୱାଧୀନ କରିବା

* कार्यों या उत्तरदायित्वों से मुक्त करना।

कृपया आप मेरी जगह लेकर मुझे मुक्त करें।
मुक्त करना, स्वतंत्र करना

Free from obligations or duties.

discharge, free

ଅର୍ଥ : ନିଜ ମୁଠାରୁ ଅଲଗା କରିବା କିମ୍ବା ବନ୍ଧନରୁ ମୁକ୍ତ କରିବା

ଉଦାହରଣ : ସେ ପିଞ୍ଜରାରେ ଥିବା ପକ୍ଷୀମାନଙ୍କୁ ମୁକ୍ତ କରିଦେଲେ

ସମକକ୍ଷ : ଖୋଲିବା, ଛାଡ଼ିବା, ବନ୍ଧନରୁ ମୁକ୍ତ କରିବା

अपनी पकड़ से अलग या बंधन से मुक्त करना।

उसने पिंजरे में बंद पक्षियों को आज़ाद किया।
आज़ाद करना, आजाद करना, उन्मुक्त करना, खोलना, छोड़ना, बंधन मुक्त करना, मुक्त करना, स्वतंत्र करना

Grant freedom to. Free from confinement.

free, liberate, loose, release, unloose, unloosen