ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ମୂଲ୍ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ମୂଲ୍   ବିଶେଷ୍ୟ

ଅର୍ଥ : କୌଣସି ବସ୍ତୁ କିଣାବିକା ବେଳେ ତା’ ବଦଳରେ ଦିଆଯାଉଥିବା ଧନ

ଉଦାହରଣ : ଏହି କାର୍ର ଦାମ୍‌ କେତେ ?

ସମକକ୍ଷ : ଦର, ଦାମ୍‌, ବାଣ, ଭାଉ, ମୂଲ୍ୟ

कोई वस्तु आदि खरीदने या बेचने पर उसके बदले में दिया जाने वाला धन।

इस कार की कीमत कितनी है?
अवक्रय, आघ, आघु, क़ीमत, कीमत, दमोड़ा, दाम, निर्मा, पण, मूल्य, मोल

The property of having material worth (often indicated by the amount of money something would bring if sold).

The fluctuating monetary value of gold and silver.
He puts a high price on his services.
He couldn't calculate the cost of the collection.
cost, monetary value, price