ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ମେଳା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ମେଳା   ବିଶେଷ୍ୟ

ଅର୍ଥ : ଏକ ସମୟରେ ଗୋଟିଏ ଜାଗାରେ ହେଉଥିବା ବହୁତ ଲୋକଙ୍କ ସମାଗମ

ଉଦାହରଣ : ନିର୍ବାଚନ ସମୟରେ ଜାଗା ଜାଗାରେ ଲୋକଙ୍କର ଭିଡ଼ ଦେଖାଯାଏ

ସମକକ୍ଷ : ଗହଳି, ଭିଡ଼, ଭିଡ଼ ଭାଡ଼

एक स्थान पर एक ही समय में होने वाला बहुत से लोगों आदि का जमाव।

चुनाव के दौरान जगह-जगह लोगों की भीड़ दिखाई देती है।
अंबोह, जमघट, जमाव, जमावड़ा, ठट, ठठ, बहीर, भीड़, भीड़ भाड़, भीड़-भाड़, भीड़भाड़, भौसा, मजमा, मेला, वेणी, संकुल, सङ्कुल, समायोग, हुजूम

A large number of things or people considered together.

A crowd of insects assembled around the flowers.
crowd

ଅର୍ଥ : ଉତ୍ସବ,ପର୍ବ ଆଦି ସମୟରେ ବା ବସ୍ତୁମାନଙ୍କର କ୍ରୟ ବିକ୍ରୟ ବା ପ୍ରଦର୍ଶନୀ ପାଇଁ କୌଣସି ସ୍ଥାନରେ ବହୁ ଲୋକଙ୍କର ଏକତ୍ର ହେବାର ପ୍ରକ୍ରିୟା

ଉଦାହରଣ : ମାଘ ପୂର୍ଣ୍ଣିମା ଦିନ ପ୍ରୟାଗରେ ମେଳା ଲାଗେ

उत्सव, त्यौहार आदि के समय या वस्तुओं आदि के क्रय विक्रय या प्रदर्शनी के लिए किसी स्थान पर बहुत सारे लोगों के एकत्र होने की क्रिया।

माघी पूर्णिमा के दिन प्रयाग में मेला लगता है।
मेला

A traveling show. Having sideshows and rides and games of skill etc..

carnival, fair, funfair