ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ମୋଦ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ମୋଦ   ବିଶେଷ୍ୟ

ଅର୍ଥ : ମନର ଏକ ଭାବ ବା ଅବସ୍ଥା ଯାହା କିଛି ପ୍ରିୟ ବା ଅଭିଷ୍ଟ ବସ୍ତୁ ପାଇଲେ ବା କୌଣସି ଭଲ ଏବଂ ଶୁଭ କାର୍ଯ୍ୟ ଅବସରରେ ପ୍ରକାଶିତ ହୁଏ

ଉଦାହରଣ : ତାଙ୍କର ଜୀବନ ଆନନ୍ଦରେ ବିତୁଛି

ସମକକ୍ଷ : ଆନନ୍ଦ, ଆହ୍ଲାଦ, ଖୁସି, ପ୍ରସନ୍ନତା, ମଜା, ସହଜ, ସହର୍ଷ, ହର୍ଷ

मन का वह भाव या अवस्था जो किसी प्रिय या अभीष्ट वस्तु के प्राप्त होने या कोई अच्छा और शुभ कार्य होने पर होता है।

उसका जीवन आनंद में बीत रहा है।
अनंद, अनन्द, अभीमोद, अमोद, अवन, आनंद, आनन्द, आमोद, आह्लाद, उल्लास, कौतुक, ख़ुशी, खुशी, जशन, जश्न, तोष, प्रमोद, प्रसन्नता, प्रहर्ष, प्रहर्षण, प्रेम, मज़ा, मजा, मुदिता, मोद, वासंतिकता, वासन्तिकता, विलास, समुल्लास, सरूर, सुरूर, हर्ष, हर्षोल्लास

State of well-being characterized by emotions ranging from contentment to intense joy.

felicity, happiness

ଅର୍ଥ : ଗୋଟିଏ ବର୍ଣ୍ଣବୃତ୍ତ

ଉଦାହରଣ : ମୋଦର ପ୍ରତ୍ୟେକ ପାଦରେ ପାଞ୍ଚଟି ଭଗଣ,ଗୋଟିଏ ମଗଣ, ଗୋଟିଏ ସଗଣ ଏବଂ ଗୋଟିଏ ଗୁରୁ ଥାଏ

एक वर्णवृत्त।

मोद के प्रत्येक चरण में पाँच भगण, एक मगण, एक सगण और एक गुरु होता है।
मोद

(prosody) a system of versification.

poetic rhythm, prosody, rhythmic pattern