ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ମଡ଼େଇବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ମଡ଼େଇବା   କ୍ରିୟାପଦ

ଅର୍ଥ : ପୁସ୍ତକ ଉପରେ ମଲାଟ ଲଗାଇବା

ଉଦାହରଣ : ମନୋଜ ନିଜ ନୂଆ ପୁସ୍ତକଗୁଡ଼ିକରେ ମଲାଟ ମଡାଉଛି

पुस्तक पर जिल्द लगाना।

मनोज अपनी नई पुस्तकों को मढ़ रहा है।
मढ़ना

Provide with a binding.

Bind the books in leather.
bind

ଅର୍ଥ : ଉପର ଭାଗରେ ଏହି ପ୍ରକାର ଭାର ରଖିବା, ଯେମିତି କୌଣସି ଜିନିଷ ତଳକୁ ଦବିବ ବା ଏପଟସେପଟ ହୋଇ ପାରିବ ନାହିଁ

ଉଦାହରଣ : ଛେନାର ମୁଣ୍ଡା ତିଆରି କରିବାପାଇଁ ତାକୁ କନାରେ ବାନ୍ଧିକି ଶିଳ ତଳେ ଦବାଯାଏ

ସମକକ୍ଷ : ଚାପିବା, ଦବେଇବା

ऊपर से इस प्रकार भार रखना, जिससे कोई चीज़ नीचे की ओर धँसे या इधर-उधर हट न सके।

पनीर का थक्का बनाने के लिए उसे कपड़े में बाँधकर बट्टे के नीचे दबाया है।
चाँपना, चापना, दबाना

Exert pressure or force to or upon.

He pressed down on the boards.
Press your thumb on this spot.
press