ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଯତ୍ନ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଯତ୍ନ   ବିଶେଷ୍ୟ

ଅର୍ଥ : ରକ୍ଷାକରିବାର ପ୍ରକ୍ରିୟା ବା ଭାବ

ଉଦାହରଣ : କୃଷକଟି କ୍ଷେତର ଦେଖାରଖା କରୁଛି

ସମକକ୍ଷ : ଦେଖାରଖା, ଦେଖାଶୁଣା, ସଂରକ୍ଷଣ, ହେପାଜତ

रक्षा करने की क्रिया या भाव।

किसान खेतों की रखवाली कर रहा है।
अवधान, देख-रेख, देखरेख, रखवाई, रखवारी, रखवाली, संरक्षण, हिफ़ाज़त, हिफाजत

The activity of protecting someone or something.

The witnesses demanded police protection.
protection

ଅର୍ଥ : ସେହି କାର୍ଯ୍ୟ ବା ପ୍ରଯତ୍ନ ବା ସାଧନ ଯାହାଦ୍ୱାରା ଅଭୀଷ୍ଟକୁ ପ୍ରାପ୍ତ କରିହୁଏ

ଉଦାହରଣ : ଏପରି ଏକ ଉପାୟ ବତାନ୍ତୁ, ଯାହାଦ୍ୱାରା ଏହି କାର୍ଯ୍ୟ ସହଜ ହୋଇପାରିବ

ସମକକ୍ଷ : ଉପାୟ, ପ୍ରଯତ୍ନ, ବାଟ, ବିଧି, ମାର୍ଗ, ରାସ୍ତା, ସାଧନ

ଅର୍ଥ : ମନରେ ଉତ୍ପନ୍ନ ହେଉଥିବା ଏକ ମନୋବେଗ ଯାହାଦ୍ୱାରା କାମ କରିବାପାଇଁ ଶକ୍ତି ବଢ଼େ

ଉଦାହରଣ : ସଚିନ ଉତ୍ସାହ ସହିତ ବଲ୍‌ ମାରୁଛନ୍ତି

ସମକକ୍ଷ : ଆଗ୍ରହ, ଉତ୍ସାହ, ଉଲ୍ଲାସ

मन में उत्पन्न होनेवाला वह मनोवेग जिससे काम करने की शक्ति बढ़ती है।

सचिन उत्साह के साथ बल्लेबाजी करते हैं।
अध्यवसान, अभिप्रीति, उच्छाव, उच्छाह, उछाला, उछाव, उछाह, उत्तेजन, उत्साह, उमंग, उल्लास, गर्मजोशी, च्वेष, जोश, दाप, प्रगल्भता, प्रागल्भ्य, सरगरमी, सरगर्मी, स्पिरिट, हौसला

A feeling of excitement.

enthusiasm