ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଯଶ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଯଶ   ବିଶେଷ୍ୟ

ଅର୍ଥ : ଖ୍ୟାତ ହେବାର ଅବସ୍ଥା ବା ଭାବ

ଉଦାହରଣ : ସଚିନ ତେନ୍ଦୁଲକର କ୍ରିକେଟ୍‌ରୁ ଖ୍ୟାତି ଓ ପଇସା ଉଭୟ ରୋଜଗାର କରିଛନ୍ତି

ସମକକ୍ଷ : ଖ୍ୟାତି, ନାମ, ପ୍ରଖ୍ୟାତି, ପ୍ରତିଷ୍ଠା, ପ୍ରସିଦ୍ଧି, ସୁଖ୍ୟାତି, ସୁନାମ, ସୁଯଶ

The state or quality of being widely honored and acclaimed.

celebrity, fame, renown