ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଯାଞ୍ଚ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଯାଞ୍ଚ   ବିଶେଷ୍ୟ

ଅର୍ଥ : ପରୀକ୍ଷା ନେବା, ପରଖିବା କିମ୍ବା ଯାଞ୍ଚ କରିବା କାମ

ଉଦାହରଣ : ଜଣେ ଜ୍ୟୋତିଷ ମୋର ଜନ୍ମକୁଣ୍ଡଳୀକୁ ପରୀକ୍ଷା କଲେ

ସମକକ୍ଷ : ପରୀକ୍ଷା

परीक्षा लेने, परखने या जाँच करने का काम।

एक ज्योतिषी ने मेरी जन्मकुंडली का परीक्षण किया।
टेस्ट, परीक्षण

The act of testing something.

In the experimental trials the amount of carbon was measured separately.
He called each flip of the coin a new trial.
run, test, trial

ଅର୍ଥ : କୌଣସି ଘଟଣା କିମ୍ବା ବିଷୟରେଥିବା ମୂଳ କାରଣର ରହସ୍ୟ ଅନ୍ୱେଷଣ କରିବାର କ୍ରିୟା

ଉଦାହରଣ : ଏହି ଘଟଣାର ଯାଞ୍ଚ ଉଚ୍ଚ ଅଧିକାରୀଙ୍କଦ୍ୱାରା କରାଯିବ

ସମକକ୍ଷ : ଅନୁସନ୍ଧାନ, ଅନ୍ୱେଷଣ, ଆକଳନ

किसी घटना या विषय के मूल कारणों या रहस्यों का पता लगाने की क्रिया।

इस मामले की छानबीन उच्च अधिकारियों से कराई जायेगी।
अनुसंधान, अनुसन्धान, अवच्छेद, आकलन, छान-बीन, छानबीन, जाँच, जाँच-पड़ताल, जांच-पड़ताल, तफतीश, तफ़्तीश, तफ्तीश, तहक़ीक़, तहकीक, तहकीकात, परिवीक्षा, पर्येषणा

The work of inquiring into something thoroughly and systematically.

investigating, investigation

ଅର୍ଥ : କୌଣସି ରୋଗର କାରଣ ଜାଣିବା ପାଇଁ ଶାରିରୀକ ଦ୍ରବ୍ୟକୁ ପରୀକ୍ଷା କରିବାର ପ୍ରକ୍ରିୟା

ଉଦାହରଣ : ମୋତେ ରକ୍ତ ପରୀକ୍ଷା କରାଇବାକୁ ପଡ଼ିବ

ସମକକ୍ଷ : ପରୀକ୍ଷଣ, ପରୀକ୍ଷା

विशेषतः किसी रोग के कारण को जानने के लिए शारीरिक द्रव्यों को जाँचने की क्रिया।

मुझे अपने खून की जाँच करानी है।
चेकअप, जाँच, टेस्ट, परीक्षण

Examination of tissues or liquids from the living body to determine the existence or cause of a disease.

biopsy

ଅର୍ଥ : ଯୋଗ୍ୟତା, ବିଶେଷତା, ସାମର୍ଥ୍ୟ ଗୁଣଆଦି ଜାଣିବା ନିମନ୍ତେ ଭଲ ଭାବେ ଦେଖିବା ବା ପରଖିବା କ୍ରିୟା ବା ଭାବ

ଉଦାହରଣ : ସମର୍ଥ ଗୁରୁ ରାମଦାସ ଶିଷ୍ୟର ପରୀକ୍ଷା ନେବା ନିମନ୍ତେ ତାଙ୍କୁ ବାଘୁଣୀର ଦୁଧ ମାଗିଲେସେ ସବୁ ପରୀକ୍ଷାରେ ସଫଳତା ସହକାରେ ଉତ୍ତୀର୍ଣ୍ଣ ହେଲା

ସମକକ୍ଷ : ପରଖ, ପରୀକ୍ଷା

योग्यता, विशेषता, सामर्थ्य, गुण आदि जानने के लिए अच्छी तरह से देखने या परखने की क्रिया या भाव।

समर्थ गुरु रामदास ने शिष्यों की परीक्षा लेने के लिए उनसे शेरनी का दूध माँगा।
वह हर कसौटी पर खरा उतरा।
अजमाइश, आजमाइश, आज़माइश, कसौटी, जाँच, परख, परीक्षा, मानिटरिंग, मानीटरिंग, मॉनिटरिंग, मॉनीटरिंग

The act of giving students or candidates a test (as by questions) to determine what they know or have learned.

examination, testing

ଅର୍ଥ : ହଜିଯାଇଥିବା ବା ଲୁଚି ରହିଥିବା ବସ୍ତୁକୁ ପାଇବାପାଇଁ କାହାରି ଶରୀର ବା ଘର ଆଦି ପରୀକ୍ଷା କରିବା

ଉଦାହରଣ : ଉଡ଼ାଜାହାଜରେ ଚଢ଼ିବାପୂର୍ବରୁ ଲୋକମାନଙ୍କୁ ଯାଞ୍ଚ କରାଯାଏ

ସମକକ୍ଷ : ଅନୁସନ୍ଧାନ, ତନଖି, ତଲାସ, ପରଖ

खोई या छिपाई हुई वस्तु को पाने के लिए किसी के शरीर या घर आदि की जाँच-पड़ताल।

हवाई यात्रा करने से पूर्व लोगों की तलाशी ली जाती है।
तलाशी

The activity of looking thoroughly in order to find something or someone.

hunt, hunting, search

ଅର୍ଥ : ମିଳାଇ ବା ଯାଞ୍ଚକରି ଏହା ଠିକ ବା ଯେଉଁଭଳି ରହିବା କଥା ସେଭଳି ଅଛି କି ନାହିଁ ପରୀକ୍ଷା କରିବା

ଉଦାହରଣ : କାର୍ଯ୍ୟାଳୟରେ ବାବୁ ପ୍ରଥମେ କାଗଜ ଗୁଡ଼ିକ ଯାଞ୍ଚ କଲେ

ସମକକ୍ଷ : ଯାଂଚ

मिलान या जाँच करके यह देखने की क्रिया कि यह ठीक या ज्यों-का-त्यों है या नहीं।

कार्यालय में बाबू ने पहले कागजात का सत्यापन किया।
सत्यापन

Additional proof that something that was believed (some fact or hypothesis or theory) is correct.

Fossils provided further confirmation of the evolutionary theory.
check, confirmation, substantiation, verification

ଅର୍ଥ : ଚିକିତ୍ସକଙ୍କର ରୋଗୀକୁ ପରୀକ୍ଷା କରି ରୋଗର ଭଲମନ୍ଦ ଯାଞ୍ଚ କରିବା ପ୍ରକ୍ରିୟା

ଉଦାହରଣ : ଏହି ରୋଗୀକୁ ଜଣେ ବଡ ଚିକିତ୍ସକଙ୍କ ଦ୍ୱାରା ପରୀକ୍ଷା କରାଇବା ଦରକାର

ସମକକ୍ଷ : ଡାକ୍ତରୀ ପରୀକ୍ଷା, ପରୀକ୍ଷା

चिकित्सक के द्वारा यह जाँचने की क्रिया कि किसी को कोई रोग है या नहीं और अगर है तो उसका कारण क्या है।

इस रोगी की जाँच एक बहुत बड़े चिकित्सक से करानी है।
जाँच, मानिटरिंग, मानीटरिंग, मॉनिटरिंग, मॉनीटरिंग

A thorough physical examination. Includes a variety of tests depending on the age and sex and health of the person.

checkup, health check, medical, medical checkup, medical exam, medical examination