ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଯାତନା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଯାତନା   ବିଶେଷ୍ୟ

ଅର୍ଥ : ଶରୀର କିମ୍ବା ମନକୁ ଦିଆଯାଉଥିବା ବା ହେଉଥିବା ପୀଡ଼ା

ଉଦାହରଣ : ଭାରତକୁ ସ୍ୱାଧୀନ କରିବାପାଇଁ ଦେଶଭକ୍ତମାନଙ୍କୁ ବହୁତ କଷ୍ଟ ସହିବାକୁ ପାଡ଼ିଛି

ସମକକ୍ଷ : କଷ୍ଟ, ଦୁଃଖ, ଯନ୍ତ୍ରଣା

शरीर या मन को दी जानेवाली या होनेवाली पीड़ा।

भारत को आज़ाद कराने के लिए देशभक्तों को बहुत कष्ट सहने पड़े।
अमीव, अमीवा, आश्रव, कष्ट, दुख, मशक्कत, यंत्रणा, यातना, रुज

Extreme distress of body or mind.

anguish