ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଯାତାୟାତ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଯାତାୟାତ   ବିଶେଷ୍ୟ

ଅର୍ଥ : ଯାତ୍ରୀଙ୍କୁ ବା ମାଲ ସବୁକୁ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ନେଇ ଯିବାପାଇଁ ଆବଶ୍ୟକ ସାଧନ ବା ଉପକରଣ

ଉଦାହରଣ : ଆଜିକାଲି ପରିବହନ ଉଦ୍ୟୋଗ ମଧ୍ୟ ଖୁବ ଭଲ ଚାଲିଛି

ସମକକ୍ଷ : ଗମନାଗମନ, ପରିବହନ, ଯିବାଆସିବା

वह सेवा जिसमें यात्रियों या माल को एक स्थान से दूसरे स्थान पर ले जाने के लिए आवश्यक साधन और उपकरण होते हैं।

आजकल परिवहन उद्योग भी खूब फल-फूल रहा है।
परिवहन, यातायात

A facility consisting of the means and equipment necessary for the movement of passengers or goods.

transit, transportation, transportation system

ଅର୍ଥ : ଗୋଟିଏ ଅବସ୍ଥା ବା ସ୍ଥାନରୁ ଅନ୍ୟ ଅବସ୍ଥା ବା ସ୍ଥାନକୁ ଯିବାର କ୍ରିୟା

ଉଦାହରଣ : ପାକିସ୍ଥାନ ଓ ଭାରତ ଗମନାଗମନର ସୁବିଧାକୁ ଅଧିକ ସୁଲଭ କରୁଛନ୍ତି

ସମକକ୍ଷ : ଗମନାଗମନ, ଚଳପ୍ରଚଳ

एक अवस्था या स्थान से दूसरी या अगली अवस्था या स्थान पर जाने की क्रिया।

पाकिस्तान और भारत पारगमन की सुविधाओं को और अधिक सुलभ बना रहे हैँ।
पारगमन, पारवहन, संक्रमण, संङ्क्रमण

The act of passing from one state or place to the next.

passage, transition