ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଯାଦୁକର ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଯାଦୁକର   ବିଶେଷ୍ୟ

ଅର୍ଥ : ଯେ କୁହୁକ ବା ଯାଦୁ କରନ୍ତି

ଉଦାହରଣ : ଗାଁରେ ଆଜି ବି ଲୋକେ ଗୁଣିଆମାନଙ୍କ ପ୍ରତି ସାବଧାନ ରହନ୍ତି

ସମକକ୍ଷ : ଗୁଣିଆ, ବାଜିଗର

वह जो टोना या जादू करता हो।

गाँव में आज भी लोग टोनहों से सावधान रहते हैं।
टोनहा, टोनहाया

One who practices magic or sorcery.

magician, necromancer, sorcerer, thaumaturge, thaumaturgist, wizard

ଅର୍ଥ : ଖେଳ-ତାମସାଆଦି ଭଳି ବିଭିନ୍ନ ପ୍ରକାରର କସରତ କରିବା, ଦଉଡି ଉପରେ ଚାଲିବାଆଦିର ପ୍ରଦର୍ଶନ କରି ମନୋରଞ୍ଜନ କରାଉଥିବା ବ୍ୟକ୍ତି

ଉଦାହରଣ : ଆଜି ଆମେ ଯାଦୁକରର ଖେଳ ଦେଖିବାକୁ ଯିବା

ସମକକ୍ଷ : ଐନ୍ଦ୍ରଜାଲିକ, ବାଜିକର

कसरतें करने, रस्सी पर चलने आदि जैसे खेल-तमाशों का प्रदर्शन करके लोगों का मनोरंजन करने वाला व्यक्ति।

आज हम बाज़ीगर का खेल देखने चलेंगे।
कलाबाज, कलाबाज़, खिलाड़ी, खेलाड़ी, चक्र-चर, चक्रचर, नट, प्रहास, बाज़ीगर, बाजीगर, मदारी